ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ବିଜେଡି ଉପସଭାପତି

ପୂର୍ବତନ ଜିଲ୍ଲା ସଭାପତି ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଲେ ସମ୍ବିତ ରାଉତରାୟ ।

Manoj Swain
  • Published: Wednesday, 19 July 2023
  • Updated: 19 July 2023, 03:21 PM IST

Sports

Latest News

ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି । ବାପୁ ପରିଡ଼ାଙ୍କୁ ଦାୟିତ୍ୱ ମିଳିବା ପରେ ବିଜେଡି ମଧ୍ୟରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଛି। ଜ୍ୟୋତିକାନ୍ତଙ୍କୁ ଖୋଲାଖୋଲି ବିରୋଧ କରିବା ସହ ଅସନ୍ତୋଷ ଝାଡ଼ିଛନ୍ତି ପାରାଦୀପ ବିଧାୟକ ସମ୍ବିତ ରାଉତରାୟ। ଏନେଇ  ପୂର୍ବତନ ଜିଲ୍ଲା ସଭାପତି ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଛନ୍ତି ସମ୍ବିତ ରାଉତରାୟ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos