ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ବିଜେଡି ଉପସଭାପତି

  • Published: Wednesday, 19 July 2023
  • , Updated: 19 July 2023, 03:21 PM IST

ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି । ବାପୁ ପରିଡ଼ାଙ୍କୁ ଦାୟିତ୍ୱ ମିଳିବା ପରେ ବିଜେଡି ମଧ୍ୟରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଛି। ଜ୍ୟୋତିକାନ୍ତଙ୍କୁ ଖୋଲାଖୋଲି ବିରୋଧ କରିବା ସହ ଅସନ୍ତୋଷ ଝାଡ଼ିଛନ୍ତି ପାରାଦୀପ ବିଧାୟକ ସମ୍ବିତ ରାଉତରାୟ। ଏନେଇ  ପୂର୍ବତନ ଜିଲ୍ଲା ସଭାପତି ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଛନ୍ତି ସମ୍ବିତ ରାଉତରାୟ ।

Related story