ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ଲୋକସଭା ଏବଂ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି।

Manoj Swain
  • Published: Wednesday, 27 March 2024
  • Updated: 27 March 2024, 03:24 PM IST

ସାଧାରଣ ନିର୍ବାଚନ ପାଇଁ ବିଜେଡି ଆଜି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୀର୍ଘ ୧୫ଦିନ ପରେ ଭିଡିଓ ମାଧ୍ୟମରେ ଗଣମାଧ୍ୟମକୁ ଆସି ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ନିଜର ଦଳୀୟ ପ୍ରାର୍ଥୀ ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଦଳ ୭୧ ବିଧାନସଭା ଓ ୯ ଲୋକସଭା ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଜାଣନ୍ତୁ କିଏ ଲଢ଼ିବେ କେଉଁଠୁ ନିର୍ବାଚନ ?  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos