ପ୍ରାର୍ଥୀ ଘୋଷଣା କଲା ବିଜେଡି | Odisha Reporter
Advertisment
ସାଧାରଣ ନିର୍ବାଚନ ପାଇଁ ବିଜେଡି ଆଜି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଦୀର୍ଘ ୧୫ଦିନ ପରେ ଭିଡିଓ ମାଧ୍ୟମରେ ଗଣମାଧ୍ୟମକୁ ଆସି ଉଭୟ ବିଧାନସଭା ଓ ଲୋକସଭା ଆସନ ପାଇଁ ନିଜର ଦଳୀୟ ପ୍ରାର୍ଥୀ ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଦଳ ୭୧ ବିଧାନସଭା ଓ ୯ ଲୋକସଭା ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଜାଣନ୍ତୁ କିଏ ଲଢ଼ିବେ କେଉଁଠୁ ନିର୍ବାଚନ ?
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us