ନୂଆ ରୂପ ନେଉଛି ଗୋପବନ୍ଧୁ ଗାଁ। ସତ୍ୟବାଦୀ ବ୍ଲକ୍ ସୁଆଣ୍ଡୋ ଗାଁର ରୂପ ବଦଳୁଛି। ସୁଆଣ୍ଡୋରେ ରହିଛି ଉତ୍କଳମଣି ଗୋପବନ୍ଧୁଙ୍କ ପୈତୃକ ବାସଗୃହ। ପ୍ରାୟ ୨୫ କୋଟି ଟଙ୍କା ବ୍ୟୟରେ ଗୋପବନ୍ଧୁଙ୍କ ପୁରୁଣା ଘରର ନବୀକରଣ, ଗ୍ରାମ୍ୟ ମନ୍ଦିର ସହ ପାର୍କ ଭିତରେ ଗୋପବନ୍ଧୁଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ ଓ ବ୍ୟାଖ୍ୟାନ କେନ୍ଦ୍ର ନିର୍ମାଣ କାମ ଶେଷ ହେବାକୁ ବସିଛି। ଗୋପବନ୍ଧୁଙ୍କ ସେବା ଓ ତ୍ୟାଗ ସଂପର୍କରେ ଗୋପବନ୍ଧୁଙ୍କ ନାତି ରବୀନ୍ଦ୍ରନାଥ ଦାସ କ’ଣ କୁହନ୍ତି ଶୁଣନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?
Politics
ହଂସିତାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।