‘ବିଜୁ ଯୁବ ଜନତା ଦଳର ବୈଠକରେ ସରକାରୀ କର୍ମଚାରୀ ଭାଷଣ ଦେଉଛନ୍ତି।’ ଟ୍ବିଟ କରି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଆଣିଲେ ସାଂଘାତିକ ଅଭିଯୋଗ। ଫାଇବ-ଟି ସଚିବ ଭି.କେ ପାଣ୍ଡିଆନଙ୍କ ଏକ ଫଟୋ ଦେଖାଇ ଅପରାଜିତା କହିଲେ ଆମ ରାଜ୍ୟରେ ଜଣେ ସରକାରୀ କର୍ମଚାରୀ ବିଜୁ ଯୁବ ଜନତା ଦଳର ବୈଠକରେ ଭାଷଣ ଦେଉଛନ୍ତି । ଗତ କିଛି ଦିନ ତଳେ ଯୁବ ବିଜେଡିର ଏକ କାର୍ଯ୍ୟକ୍ରମ ଶଙ୍ଖ ଭବନରେ ଆୟୋଜନ ହୋଇଥିଲା ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
‘ଭୋଟରଙ୍କୁ ଟଙ୍କା ବାଣ୍ଟୁଛନ୍ତି’ ବିଜେପି ନେତା: EDରେ ଅଭିଯୋଗ କଲା ଆପ୍
ଆଜି ଟଙ୍କା ବାଣ୍ଟିବା ଅଭିଯୋଗ ଆଣି ସଞ୍ଜୟ ସିଂହ ଇଡି ଅଫିସରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଦିନକ ତଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ଅଭିଯୋଗ କରିଥିଲେ ଯେ ବିଜେପି ନେତା ପରଭେଶ ବର୍ମା ନୂଆଦିଲ୍ଲୀ ନିର୍ବାଚନ ମଣ୍ଡଳୀରେ ମହିଳାଙ୍କୁ ଟଙ୍କା ବାଣ୍ଟୁ ଥିବା ଅଭିଯୋଗ କରିଥିଲେ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
DMK ଶାସନର ଅନ୍ତ ନ ହେବା ଯାଏ ଚପଲ ପିନ୍ଧିବେନି ଆନ୍ନାମଲାଇ: କହିଲେ- ୬ଥର ଜାବୁକ ମାରିହେବି
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିରୁ ଡିଏମକେ ସରକାର ବିପର୍ଯ୍ୟସ୍ତ କରି ଦେଇଥିବା ଅଭିଯୋଗ କରି ଆନ୍ନାମଲାଇ ବଡ଼ ଘୋଷଣା କରିଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।