ଆଜିଠୁ ଆରମ୍ଭ ହେଉଛି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର। ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୋହନ ଚରଣ ମାଝୀ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି।
ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ଦିନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡିବ। ଆଗ୍ରହୀ ବ୍ୟକ୍ତି ସେଠାରେ ଉପସ୍ଥିତ ରହି ନିଜ ପଞ୍ଜୀକରଣ କରାଇ ପାରିବେ।
Also Read
ଦିବ୍ୟାଙ୍ଗ, ମହିଳା ଓ ବୟସ୍କଙ୍କ ପାଇଁ ଶିବିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ପ୍ରାୟ ବର୍ଷକ ପରେ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଲୋକଙ୍କ ସବୁ ପ୍ରକାର ସମସ୍ୟାର ସମାଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Politics
‘ସେମାନଙ୍କ ସେ ଅଭ୍ୟାସ ଯାଇନି, ଭାବୁଛନ୍ତି ଏବେବି ଶାସନରେ ଅଛନ୍ତି’
ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ହେଲେ କାହା ଉଦ୍ଦେଶ୍ୟରେ ଏ କଥା କହିଛନ୍ତି ସେ?
Politics
ବବିଙ୍କ ଭାଇ କ୍ଷମାପ୍ରାର୍ଥନା ସହ ସରେଣ୍ଡର କଲେ କାହିଁକି?
ଗତକାଲି ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।
Politics
‘ବର୍ତ୍ତମାନ ବିଜେଡିରେ କେହି ନବୀନଙ୍କ ନେତୃତ୍ୱକୁ ମାନିବାକୁ ପ୍ରସ୍ତୁତ ନାହାନ୍ତି’
‘ସବୁ ପଳେଇଲେଣି। କେତେ ଗଲେଣ, ଆଉ କେତେ ଯିବେ।’