ପୌର ନିର୍ବାଚନ: ମଇଦାନରେ ୭୧୫୨ ପ୍ରାର୍ଥୀ, ଶେଷଦିନରେ ନାମାଙ୍କନ ଭରିଲେ ୪୯୪୫ଜଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୌର ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ୧୦୬ଟି ମ୍ୟୁନିସପାଲଟି ଓ ଏନଏସି ଏବଂ ୩ଟି ମହାନଗର ନିଗମର ମୋଟ ୧୮୯୯ଟି ୱାର୍ଡରେ କର୍ପୋରେଟର/କାଉନସିଲର, ମେୟତ୍ତ୍ୱର/ଅଧ୍ୟକ୍ଷ ପାଇଁ ୭୧୫୨ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବା ସହ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି। କେବଳ ଆଜି ଶେଷ ଦିନରେ ୪୯୪୫ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡ଼ିଛି। ରାଜ୍ୟ ନିର୍ବାଚନ କମିଶନର କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ପୌର […]

leader

leader

Jitendra Garnayak
  • Published: Monday, 07 March 2022
  • Updated: 07 March 2022, 09:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୌର ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ୧୦୬ଟି ମ୍ୟୁନିସପାଲଟି ଓ ଏନଏସି ଏବଂ ୩ଟି ମହାନଗର ନିଗମର ମୋଟ ୧୮୯୯ଟି ୱାର୍ଡରେ କର୍ପୋରେଟର/କାଉନସିଲର, ମେୟତ୍ତ୍ୱର/ଅଧ୍ୟକ୍ଷ ପାଇଁ ୭୧୫୨ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବା ସହ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି। କେବଳ ଆଜି ଶେଷ ଦିନରେ ୪୯୪୫ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡ଼ିଛି।

ରାଜ୍ୟ ନିର୍ବାଚନ କମିଶନର କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ପୌର ନିର୍ବାଚନରେ ମୋଟ ୧୦୬ଟି ପୌର ପରିଷଦ,ଏନଏଏସିର ଅଧ୍ୟକ୍ଷ ପଦବୀ ଓ ୩ଟି ମହାନଗରର ମେୟର ପଦବୀ ନିମନ୍ତେ ମୋଟ ୬୯୩ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି । ଏଥିରୁ ଆଜି ଶେଷ ଦିନରେ ୫୦୪ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ୩ଟି ମହାନଗର ନିଗମର ୧୬୮ଟି ୱାର୍ଡ ସମେତ ମୋଟ ୧୮୯୯ଟି ୱାର୍ଡରେ ୬୪୫୯ଜଣ କର୍ପୋରେଟର/କାଉନସିଲର ପଦବୀ ପାଇଁ ପ୍ରାର୍ଥୀ ହୋଇଛନ୍ତି । ଶେଷଦିନରେ ୪୫୪୧ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ଉଲ୍ଲେଖଯୋଗ୍ୟ, ପୌର ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିବାବେଳେ ଆସନ୍ତା ୯ ତାରିଖରେ ନାମାଙ୍କନ ଯାଂଚ ଓ ୧୪ତାରିଖ ୩ଟା ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ।

ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ସମେତ ୪୭ଟି ପୌର ପରିଷଦ ଓ ୫୯ଟି ଏନଏସିର ମୋଟ ୧୮୯୯ଟି ୱାର୍ଡରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ନିର୍ବାଚନ ହେବ । ଏଥିପାଇଁ ମୋଟ ୪୪୭୫ଟି ବୁଥରେ ପ୍ରାୟ ୪୧ ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ ।

ଅନ୍ୟପକ୍ଷରେ ଆଜି ଶେଷଦିନରେ କଟକ ଓ ଭୁବନେଶ୍ୱରରେ ଉଭୟ ବିଜେଡି ଓ ବିଜେପିର ମେୟର ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଭୁବନେଶ୍ୱରରେ ବିଜେଡିର ମେୟର ପ୍ରାର୍ଥୀ ସୁଲୋଚନା ଦାସ ଓ କଟକରେ ବିଜେଡି ପ୍ରାର୍ଥୀ ସୁବାସ ସିଂ, ଭୁବନେଶ୍ୱରରେ ବିଜେପିର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ ଓ କଟକରେ ବିଜେପି ପ୍ରାର୍ଥୀ ଶ୍ରୀତମ ଦାସ ନିଜର ସମର୍ଥକମାନଙ୍କ ସହ ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବ୍ରହ୍ମପୁର ମହାନଗର ସମେତ ଅନ୍ୟ ପୌରାଂଚଳରେ ମଧ୍ୟ ଆଜି ଶେଷଦିନରେ ନାମାଙ୍କନ ପତ୍ର ଦାଖଲ ପାଇଁ ବେଶ୍ ଭିଡ଼ ଲାଗି ରହିଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story