ନବୀନଙ୍କୁ ଭେଟିଲା ବିଂଝାଲ ସମାଜ, ତିଳୋତ୍ତମାଙ୍କୁ ପ୍ରାର୍ଥୀ କରିବାକୁ ଦାବି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ଭେଟିଛନ୍ତି ପଦ୍ମପୁର ବିଂଝାଲ ସମାଜର ସଦସ୍ୟ। ସେମାନେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପଦ୍ମପୁର ଉପନିର୍ବାଚନ ସଂପର୍କରେ ଆଲୋଚନା କରିଛନ୍ତି। ଦିବଂଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ପତ୍ନୀ ତିଳୋତ୍ତମାଙ୍କୁ ବିଜେଡି ପ୍ରାର୍ଥୀ କରିବାକୁ ସେମାନେ ଦାବି କରିଛନ୍ତି। ତିଳୋତ୍ତମା ବା ତାଙ୍କ ପରିବାରର ଅନ୍ୟ କାହାକୁ ମଧ୍ୟ ଟିକେଟ୍ ଦେଲେ ଚଳିବ ବୋଲି ସେମାନେ ଦାବି କରିଛନ୍ତି। ଭଟଲି ବିଧାୟକ […]

Tilottama

Tilottama

Jitendra Garnayak
  • Published: Sunday, 13 November 2022
  • Updated: 13 November 2022, 02:24 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ଭେଟିଛନ୍ତି ପଦ୍ମପୁର ବିଂଝାଲ ସମାଜର ସଦସ୍ୟ। ସେମାନେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପଦ୍ମପୁର ଉପନିର୍ବାଚନ ସଂପର୍କରେ ଆଲୋଚନା କରିଛନ୍ତି। ଦିବଂଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ପତ୍ନୀ ତିଳୋତ୍ତମାଙ୍କୁ ବିଜେଡି ପ୍ରାର୍ଥୀ କରିବାକୁ ସେମାନେ ଦାବି କରିଛନ୍ତି। ତିଳୋତ୍ତମା ବା ତାଙ୍କ ପରିବାରର ଅନ୍ୟ କାହାକୁ ମଧ୍ୟ ଟିକେଟ୍ ଦେଲେ ଚଳିବ ବୋଲି ସେମାନେ ଦାବି କରିଛନ୍ତି।

ଭଟଲି ବିଧାୟକ ସୁଶାନ୍ତ ସିଂ କହିଛନ୍ତି, ଦିନେ ଦୁଇ ଦିନ ମଧ୍ୟରେ ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିବେ। ବିଜେଡି ପ୍ରାର୍ଥୀ ଆସନ୍ତା ୧୬ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ। ସୂଚନାଯୋଗ୍ୟ, ଦିବଂଗତ ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପତ୍ନୀ ତିଳୋତ୍ତମାଙ୍କୁ ପ୍ରାର୍ଥୀ କରିବାକୁ ସୁଶାନ୍ତ ସିଂ ଚାହୁଁଥିବା ଜଣାପଡ଼ିଛି। ତେବେ ଏନେଇ ଦଳରେ ଦ୍ୱିମତ ରହିଛି।

ଅନ୍ୟପକ୍ଷରେ ଏହି ଉପନିର୍ବାଚନ ସମୟରେ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବା ପାଇଁ ଆନ୍ଦୋଳନ ଆହୁରି ଜୋର ଧରିଛି। ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀ ଆନ୍ଦୋଳନକାରୀଙ୍କୁ ଭେଟିଥିଲେ। ତାଙ୍କ ପରାମର୍ଶ କ୍ରମେ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ରାଜି ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚିଠି ଆସିଲେ ପ୍ରତିନିଧି ଦଳ ପଠାଇବାକୁ ନିଷ୍ପତ୍ତି ନେଇଛି କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି।

ସୂଚନାଯୋଗ୍ୟ, ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଛନ୍ତି। ବିଜେପି ପୁଣି ଥରେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ସେହିପରି କଂଗ୍ରେସ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି। ବିଜେଡି ପକ୍ଷରୁ ଦିବଂଗତ ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପତ୍ନୀ ତିଳୋତ୍ତମା ସିଂହ ପ୍ରାର୍ଥୀ ହେବାକୁ ପୂର୍ବରୁ ତାଙ୍କ ଇଚ୍ଛା ଜାହିର କରିଥିଲେ। ସେହିପରି ସ୍ୱର୍ଗତ ବରିହାଙ୍କ ଝିଅ ବର୍ଷା ଓ ପୁତୁରା ବୋହୂ ମାଧବୀ ସିଂ ବରିହା ବି ରେସ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story