ବ୍ରଜରାଜନଗର ଉପନିର୍ବାଚନ: ରାଧାରାଣୀ ପଣ୍ଡା ବିଜେପି ପ୍ରାର୍ଥୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ତା’ର ପ୍ରାର୍ଥୀ ଘୋଷଣା କରିଛି। ଦଳ ପୂର୍ବତନ ବିଧାୟକ ରାଧାରାଣୀ ପଣ୍ଡାଙ୍କୁ ଏଠାରୁ ପୁଣି ପ୍ରାର୍ଥୀ କରିଛି। ତାଙ୍କ ନାଁ ଉପରେ ବିଜେପି କେନ୍ଦ୍ରୀୟ କମିଟିର ମୋହର ବାଜିଛି। ରାଧାରାଣୀ ପଣ୍ଡା ବ୍ରଜରାଜନଗର ଆସନରୁ ବିଜେପି ଟିକେଟ୍‌ରେ ୨୦୧୪ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନରେ ମଧ୍ୟ ଦଳ ତାଙ୍କୁ ଏଠାରୁ ପ୍ରାର୍ଥୀ କରିଥିଲା। ତେବେ ରାଧାରାଣୀ ପଣ୍ଡା ସ୍ୱର୍ଗତ କିଶୋର କୁମାର ମହାନ୍ତିଙ୍କ ଠାରୁ ହାରି […]

Radharani-Panda

Radharani-Panda

Jitendra Garnayak
  • Published: Sunday, 08 May 2022
  • Updated: 08 May 2022, 12:15 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ତା’ର ପ୍ରାର୍ଥୀ ଘୋଷଣା କରିଛି। ଦଳ ପୂର୍ବତନ ବିଧାୟକ ରାଧାରାଣୀ ପଣ୍ଡାଙ୍କୁ ଏଠାରୁ ପୁଣି ପ୍ରାର୍ଥୀ କରିଛି। ତାଙ୍କ ନାଁ ଉପରେ ବିଜେପି କେନ୍ଦ୍ରୀୟ କମିଟିର ମୋହର ବାଜିଛି।

ରାଧାରାଣୀ ପଣ୍ଡା ବ୍ରଜରାଜନଗର ଆସନରୁ ବିଜେପି ଟିକେଟ୍‌ରେ ୨୦୧୪ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନରେ ମଧ୍ୟ ଦଳ ତାଙ୍କୁ ଏଠାରୁ ପ୍ରାର୍ଥୀ କରିଥିଲା। ତେବେ ରାଧାରାଣୀ ପଣ୍ଡା ସ୍ୱର୍ଗତ କିଶୋର କୁମାର ମହାନ୍ତିଙ୍କ ଠାରୁ ହାରି ଯାଇଥିଲେ।

ଗତ ବର୍ଷ ଡିସେମ୍ବର ୩୦ ତାରିଖରେ ହୃଦଘାତରେ କିଶୋର କୁମାର ମହାନ୍ତିଙ୍କ ପରଲୋକ ପରେ ବ୍ରଜରାଜନଗର ବିଧାନସଭା ଆସନଟି ଖାଲି ପଡ଼ିଥିବା ବେଳେ ମେ’ ୩୧ରେ ଏଥିପାଇଁ ଭୋଟ୍ ଗ୍ରହଣ କରାଯିବ।

ବିଜେପି ପ୍ରଥମ ଦଳ ଭାବେ ଆଜି ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ଓ କଂଗ୍ରେସ ଏଯାଏଁ ସେମାନଙ୍କ ପ୍ରାର୍ଥୀ ଘୋଷଣା କରି ନାହାନ୍ତି। ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ନେଇଛି। ତାଙ୍କ ନାଁ ଉପରେ ଦଳରେ ସହମତି ପ୍ରକାଶ ପାଇଛି। ତେବେ ଏଯାଏଁ ଆନୁଷ୍ଠାନିକ ଘୋଷଣା ହୋଇନାହିଁ।

ସେହିପରି ବିଜେଡି ପକ୍ଷରୁ ମଧ୍ୟ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇ ନାହିଁ। ବିଜେଡି କାହାକୁ ଏଠାରୁ ପ୍ରାର୍ଥୀ କରିବ, ତାକୁ ନେଇ ସସ୍‌ପେନ୍ସ ଜାରି ରହିଛି। ବିଜେଡି ସ୍ୱର୍ଗତ ବିଧାୟକ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କରିବ ନା ଆଉ କାହାକୁ ଟିକେଟ୍ ଦେବ, ତାହା ଏଯାଏଁ ସ୍ପଷ୍ଟ କରିନି। ଅନ୍ୟପକ୍ଷରେ ଅଳକା ମହାନ୍ତି ପ୍ରାର୍ଥୀ ହେବାକୁ ତାଙ୍କ ଇଚ୍ଛା ବହୁ ଦିନର ପ୍ରକାଶ କରି ସାରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story