୨୨ରେ ମୟୂରଭଞ୍ଜ ଯିବେ ନବୀନ, ବିଜେଡି ପଠାଇବ ୧୦୦ ନେତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ତୃଣମୂଳସ୍ତରର ନିଜର ସଂଗଠନକୁ ଅଧିକ କ୍ରିୟାଶୀଳ କରିବାକୁ ଲକ୍ଷ୍ୟ ରଖିଥିବାବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଶହରା ପୂଜା ପରେ ଦ୍ୱିତୀୟ ପର୍ଯ୍ୟାୟ ଜିଲ୍ଲା ଗସ୍ତ ଆରମ୍ଭ କରିବେ। ଆସନ୍ତା ଅକ୍ଟୋବର ୨୨ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାରିପଦା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ […]

CM

CM

Ordigital Desk
  • Published: Friday, 15 October 2021
  • Updated: 15 October 2021, 08:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ତୃଣମୂଳସ୍ତରର ନିଜର ସଂଗଠନକୁ ଅଧିକ କ୍ରିୟାଶୀଳ କରିବାକୁ ଲକ୍ଷ୍ୟ ରଖିଥିବାବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଶହରା ପୂଜା ପରେ ଦ୍ୱିତୀୟ ପର୍ଯ୍ୟାୟ ଜିଲ୍ଲା ଗସ୍ତ ଆରମ୍ଭ କରିବେ। ଆସନ୍ତା ଅକ୍ଟୋବର ୨୨ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବାରିପଦା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ବୋଲି ସୂଚନା ମିଳିଛି।

ବିଜେଡି ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଆସନ୍ତା ୨୨ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସରକାରୀ ହୋଇଥିବାବେଳେ ବିଜେଡି ପକ୍ଷରୁ ଏଥିରୁ ରାଜନୀତିକ ଫାଇଦା ଉଠାଇବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ବାରିପଦା ଗସ୍ତବେଳେ ପ୍ରାୟ ୧୫୦୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇଛି। ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରି ସିଧାସଳଖ ବିଜେଡି ସପକ୍ଷରେ ଜନମତ ସୃଷ୍ଟି ପାଇଁ ଦଳ ରଣନୀତି କରିଛି।

ବିଜେଡିର ମନ୍ତ୍ରୀ, ବିଧାୟକ ଓ ନେତାମାନେ ଜିଲ୍ଲାର ସମସ୍ତ ୨୬ଟି ବ୍ଲକରେ ଡେରା ପକାଇ ଦଳୀୟ କର୍ମୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସିଧାସଳଖ ପ୍ରସାରଣ ଦେଖାଇବା ସହ ଏହି କାର୍ଡ ବଣ୍ଟନ କରି ତୃଣମୂଳସ୍ତରରେ ସଂଗଠନକୁ ସୁଦୃଢ଼ କରାଇବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। ଜିଲ୍ଲାର ସମସ୍ତ ପୌରାଂଚଳ ଓ ଏନଏସିରେ ମଧ୍ୟ ବିଜେଡି ନିଜର ନେତାମାନଙ୍କୁ ମୁତୟନ କରିବାକୁ ନିଷ୍ପତ୍ତି ନେଇଛି।

୨୦୧୭ ପଂଚାୟତ ନିର୍ବାଚନ ଓ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡିକୁ ଜିଲ୍ଲାରେ ଆଶାନୁରୂପ ଫଳ ମିଳିନଥିବାବେଳେ ଦଳ ଏଥର କିନ୍ତୁ ବିରୋଧୀଙ୍କୁ ମାତ୍ ଦେଇ ନିଜର ଭୋଟବ୍ୟାଙ୍କକୁ ସୁଦୃଢ଼ କରାଇବାକୁ ଲକ୍ଷ୍ୟ ରଖିଛି। ବିଜେଡି ପ୍ରାୟ ୧୮ଜଣ ମନ୍ତ୍ରୀ,୩୦ରୁ ଅଧିକ ବିଧାୟକ ଓ ବିଭିନ୍ନ ସରକାରୀ ଉଦ୍ୟୋଗ, ନିଗମ ଓ ବୋର୍ଡ ଅଧ୍ୟକ୍ଷ, ସରକାରଙ୍କ ପରାମର୍ଶଦାତା ଆଦି ମୋଟ ପ୍ରାୟ ୧୦୦ରୁ ଅଧିକ ବିଜେଡି ନେତାମାନଙ୍କୁ ଏହି କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ନିୟୋଜିତ କରିବ ବୋଲି ଜଣାପଡ଼ିଛି । ଏହି ନେତାମାନଙ୍କୁ ୨୧ତାରିଖ ସନ୍ଧ୍ୟା ସୁଦ୍ଧା ଆବଣ୍ଟିତ ବ୍ଲକ ଓ ପୌରାଂଚଳରେ ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ ଆଳରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୦୧୭ ନିର୍ବାଚନରେ ବିଜେଡି ଦୁର୍ବଳ ପ୍ରଦର୍ଶନ କରିଥିବା ଜିଲ୍ଲାଗୁଡ଼ିକୁ ଗସ୍ତ କରିଛନ୍ତି। କରୋନା କଟକଣା ମଧ୍ୟରେ ବି କାର୍ଡ ବଣ୍ଟନର ଶୁଭାରମ୍ଭ ପାଇଁ ମୁଖ୍ୟଢ଼ନ୍ତ୍ରୀ ମାଲକାନଗିରି, ସୁନ୍ଦରଗଡ଼, ବଲାଙ୍ଗିର, ଗଜପତି ଓ ପୁରୀ ଜିଲ୍ଲା ଗସ୍ତ କରିସାରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ନଭେମ୍ବର ମାସ ଶେଷ ସୁଦ୍ଧା ଅନ୍ୟ ଜିଲ୍ଲାଗୁଡ଼ିକରେ ଏହି ସରକାରୀ କାର୍ଯ୍ୟକ୍ରମ ଶେଷ କରିବାକୁ ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story