ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବାକୁ କଂଗ୍ରେସ ସହ୍ୟ କରିପାରୁନି: ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ସ୍ୱାର୍ଥ ଓ ଅସ୍ମିତା ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଂଗ୍ରେସକୁ ରାଜ୍ୟ ବିଜେପି ପରାମର୍ଶ ଦେଇଛି । ଏହାସହିତ ଓଡ଼ିଆ ଝିଅ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପ୍ରସଙ୍ଗକୁ କଂଗ୍ରେସ ସହ୍ୟ କରୁନାହିଁ ବୋଲି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମହାନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ନଦେବା […]

bjp's press meet

bjp's press meet

Ordigital Desk
  • Published: Friday, 24 June 2022
  • Updated: 24 June 2022, 08:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ସ୍ୱାର୍ଥ ଓ ଅସ୍ମିତା ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଂଗ୍ରେସକୁ ରାଜ୍ୟ ବିଜେପି ପରାମର୍ଶ ଦେଇଛି । ଏହାସହିତ ଓଡ଼ିଆ ଝିଅ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପ୍ରସଙ୍ଗକୁ କଂଗ୍ରେସ ସହ୍ୟ କରୁନାହିଁ ବୋଲି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମହାନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ନଦେବା ପାଇଁ ପ୍ରଦେଶ କଂଗ୍ରେସର ଘୋଷଣାକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ, ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଂଚଳବାସିନ୍ଦା ଦୀର୍ଘ ଦିନ ଧରି କଂଗ୍ରେସ ଦଳକୁ ଶାସନ କ୍ଷମତାରେ ବସାଇଥିଲେ । ଆଜି ଯେତେବେଳେ ଜଣେ ଓଡ଼ିଆ ଆଦିବାସୀ ଝିଅ ଦେଶ ସମ୍ବିଧାନର ସର୍ବୋଚ୍ଚ ପଦବୀରେ ଅଳଙ୍କୃତ ହୋଇ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି, ସେତେବେଳେ ସେହି ଓଡ଼ିଶା କଂଗ୍ରେସ ଦଳ ତାଙ୍କୁ ବିରୋଧ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ।

ବିଜେପି ଗତ ୧୯୯୭ ମସିହାରେ ରାଷ୍ଟ୍ରପତି ପଦ ପାଇଁ ଦଳିତ ବର୍ଗର କେ.ଆର.ନାରାୟଣନଙ୍କୁ ଖୋଲାଖୋଲି ସମର୍ଥନ କରିଥିଲା । ସେହିପରି ଭିଭି ଗିରି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ, ନିଜ ବିବେକ ଅନୁସାରେ ଭୋଟ ଦେବା ପାଇଁ ତତ୍କାଳୀନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଇନ୍ଦିରା ଗାନ୍ଧୀ ଆହ୍ୱାନ କରିଥିଲେ।  ଓଡ଼ିଶାର କଂଗ୍ରେସ ବନ୍ଧୁମାନେ ଓଡ଼ିଶାର ଗର୍ବ, ଗୌରବ ଏବଂ ଅସ୍ମିତାକୁ ପ୍ରାଧାନ୍ୟ ଦେଇ ଶ୍ରୀମତୀ ମୁର୍ମୁଙ୍କୁ ସମର୍ଥନ କରିଥିଲେ କ'ଣ କ୍ଷତି ହୋଇଥା'ନ୍ତା ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କଂଗ୍ରେସକୁ ପ୍ରଶ୍ନ ମଧ୍ୟ କରିଛନ୍ତି ।

କଂଗ୍ରେସ ସାଢ଼େ ୪କୋଟି ଓଡ଼ିଆଙ୍କୁ ସବୁବେଳେ ଅଣଦେଖା, ଅବହେଳା ଓ ଉପେକ୍ଷିତ କରିଛି । ଯଦି କଂଗ୍ରେସର ଓଡ଼ିଶାଙ୍କ ଜନସାଧାରଣ ପ୍ରତି ଭଲପାଇବା ଅଛି ତାହାଲେ ତାଙ୍କ ନେତୃବୃନ୍ଦ ବିଚାରଧାରର ଊର୍ଦ୍ଧ୍ୱକୁ ଯାଇ ଏବଂ ଓଡ଼ିଶାର ସ୍ୱାର୍ଥ ଓ ଅସ୍ମିତାକୁ ଆଖିଆଗରେ ରଖି ନିଜର ନେତୃବୃନ୍ଦଙ୍କୁ ପ୍ରଭାବିତ କରି ଓଡ଼ିଶାର ଗୌରବ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରନ୍ତୁ ବୋଲି ଶ୍ରୀ ମହାନ୍ତି ଆହ୍ୱାନ କରିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ଗୋଲକ ମହାପାତ୍ର, ବିରଂଚି ନାରାୟଣ ତ୍ରିପାଠୀ ଏବଂ ଠାକୁର ରଞ୍ଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story