ଦିବ୍ୟଶଙ୍କରଙ୍କୁ ବିଦା କର, ନଚେତ୍ ୧୨ରେ ଓଡ଼ିଶା ବନ୍ଦ: କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ରାଜ୍ୟର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରାନଗଲେ, ଚଳିତମାସ ୧୨ତାରିଖରେ କଂଗ୍ରେସ ଓଡ଼ିଶା ବନ୍ଦ କରିବ ବୋଲି ଘୋଷଣା କରିଛି। ଆଜି ଦଳର ମୁଖପାତ୍ର ରଜନୀ ମହାନ୍ତି ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ମମିତା ମେହେର ହତ୍ୟା ମାମଲା ଓ ସେକ୍ସ ସ୍କାଣ୍ଡାଲ ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ […]

Congress

Congress

Ordigital Desk
  • Published: Monday, 01 November 2021
  • Updated: 01 November 2021, 08:58 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ରାଜ୍ୟର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରାନଗଲେ, ଚଳିତମାସ ୧୨ତାରିଖରେ କଂଗ୍ରେସ ଓଡ଼ିଶା ବନ୍ଦ କରିବ ବୋଲି ଘୋଷଣା କରିଛି।

ଆଜି ଦଳର ମୁଖପାତ୍ର ରଜନୀ ମହାନ୍ତି ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ମମିତା ମେହେର ହତ୍ୟା ମାମଲା ଓ ସେକ୍ସ ସ୍କାଣ୍ଡାଲ ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଭୂମିକାକୁ ତୀବ୍ର ନିନ୍ଦା କରାଯାଇଛି। ମୁଖ୍ୟମନ୍ତ୍ରୀ ନିଜେ ଅପରାଧି ମାନଙ୍କୁ ଘଂଟ ଘୋଡ଼ାଉଛନ୍ତି। ଅପରାଧରେ ସଂଶ୍ଳିଷ୍ଟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଏ ପର୍ଯ୍ୟନ୍ତ ବରଖାସ୍ତ କରୁନାହାନ୍ତି। ତାଙ୍କ ବିରୋଧରେ ଆପତତଃ ପ୍ରମାଣ ଥାଇ ମଧ୍ୟ ମକଦ୍ଦମା ରୁଜୁ କରୁନାହାନ୍ତି। ରାଜ୍ୟରେ ଗୋଟିଏ ପରେ ଗୋଟିଏ ନାରୀ ନିର୍ଯାତନା ଘଟିଚାଲିଛି। ସମଗ୍ର ରାଜ୍ୟ ଆଜି ଅପରାଧିମାନଙ୍କ ଚରାଭୂଇଁ ପାଲଟିଛି। ଆଇନ କାନୁନକୁ ଭୃକ୍ଷେପ ନାହିଁ। ହତ୍ୟା,ଗଣଦୁର୍ଷ୍କମ, ମାନବ ଚାଲାଣ ଏବଂ ନିଶା ସାମଗ୍ରୀର କାରବାର ଏ ରାଜ୍ୟରେ ଦ୍ରୁତି ଗତିରେ ବୃଦ୍ଧିପାଇ ଚାଲିଛି।

ତେଣୁ ଆଗାମୀ ୧୦ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯଦି ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରି ତାଙ୍କ ବିରୋଧରେ ଫୌଜଦାରୀ ମକଦ୍ଦମା ରୁଜ୍ଜୁ ସହ ତାଙ୍କୁ ଗିରଫ ନକରନ୍ତି, ତା’ହେଲେ ଆସନ୍ତା ନଭେମ୍ବର ୧୨ତାରିଖରେ ଓଡ଼ିଶା ବନ୍ଦ ପାଇଁ କଂଗ୍ରେସ ନିଷ୍ପତ୍ତି ନେଇଛି । ନାରୀଙ୍କ ସମ୍ମାନ ଓ ସୁରକ୍ଷା ପାଇଁ କଂଗ୍ରେସର ଏହି ଓଡ଼ିଶା ବନ୍ଦ ନିଷ୍ପତ୍ତିକୁ ରାଜ୍ୟବାସୀ ସହଯୋଗ କରିବେ ପାଇଁ ଦଳ ଆହ୍ୱାନ ଦେଇଛି ବୋଲି ଶ୍ରୀ ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story