ମମିତା ହତ୍ୟାକାରୀକୁ ଖସାଇବାକୁ ସରକାରୀ ସୁରକ୍ଷା: କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଆଇନର ଫାଙ୍କ ଦେଇ ଖସାଇବା ପାଇଁ ଗୃହରାଷ୍ଟ୍ରମନ୍ତ୍ରୀ ଏବଂ ବରିଷ୍ଠ ପୁଲିସ୍ ଅଫିସରଙ୍କ ସଲାସୁତରାରେ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ମମିତା ହତ୍ୟା ଘଟଣାର ପ୍ରଥମ ଦିନରୁହିଁ ପୁଲିସ ନିଷ୍କ୍ରିୟତା ଜଳଜଳ ହୋଇ ଦେଖାଯାଉଛି। ଏପରିକି ଏତଲା ପଞ୍ଜିକରଣବେଳେ ବି ପୁଲିସ ସର୍କୁଲାର ଅର୍ଡରକୁ ଉଲ୍ଲଘଂନ କରିବାକୁ ପଛାଇ ନାହିଁ। ଆଜି କଂଗ୍ରେସ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ […]

nishikant

nishikant

Ordigital Desk
  • Published: Saturday, 06 November 2021
  • Updated: 06 November 2021, 09:31 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଆଇନର ଫାଙ୍କ ଦେଇ ଖସାଇବା ପାଇଁ ଗୃହରାଷ୍ଟ୍ରମନ୍ତ୍ରୀ ଏବଂ ବରିଷ୍ଠ ପୁଲିସ୍ ଅଫିସରଙ୍କ ସଲାସୁତରାରେ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ମମିତା ହତ୍ୟା ଘଟଣାର ପ୍ରଥମ ଦିନରୁହିଁ ପୁଲିସ ନିଷ୍କ୍ରିୟତା ଜଳଜଳ ହୋଇ ଦେଖାଯାଉଛି। ଏପରିକି ଏତଲା ପଞ୍ଜିକରଣବେଳେ ବି ପୁଲିସ ସର୍କୁଲାର ଅର୍ଡରକୁ ଉଲ୍ଲଘଂନ କରିବାକୁ ପଛାଇ ନାହିଁ।

ଆଜି କଂଗ୍ରେସ ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ନିଶିକାନ୍ତ ମିଶ୍ର ସିଧାସଳଖ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ଯେ, ଶିକ୍ଷୟିତ୍ରୀ ମମିତା ନିଖୋଜ ହେବା ପରଠାରୁ ପୁଲିସ୍ ପୀଡ଼ିତାଙ୍କ ପରିବାରର ନିଖୋଜ ସୂଚନା ଆଧାରରେ କେ.ନୂଆଗାଁ ଏବଂ ସିନ୍ଧେକାଲା ପୁଲିସ୍ ଯେଭଳି ପଦକ୍ଷେପ ନେବାକଥା ତାହା ନେଇନଥିଲା। ଏତଲା ଦାୟର ସମୟରେ ପୁଲିସ ସର୍କୁଲାର ଅର୍ଡର-୨୦୧୩କୁ ଖୋଲାଖୋଲି ଭାବରେ ବି ଉଲ୍ଲଙ୍ଘନ କରାଯାଇଛି। ମହିଳାଙ୍କ ବିରୋଧରେ ହେଉଥିବା ଅଭିଯୋଗ ସଂପୃକ୍ତ ମହିଳା କିମ୍ବା ତାଙ୍କ ପରିବାର ରାଜ୍ୟର ଯେକୌଣସି ଥାନାରେ ଅଭିଯୋଗ କରିପାରିବେ ଏବଂ ସଂପୃକ୍ତ ଥାନାଅଧିକାରୀ ଉକ୍ତ ଏତଲାକୁ ପଞ୍ଜିକରଣ କରିବା ସହିତ ଯେଉଁ ଥାନା ଅଂଚଳରେ ଘଟଣା ଘଟିଛି ସେହି ଥାନାକୁ ସ୍ଥାନାନ୍ତର କରିବେ। ଏହି ଘଟଣାରେ ସଂପୃକ୍ତ ଦୁଇଥାନା ଏହି ପରିବାରର ମୌଖିକ ସୂଚନାକୁ ଆମ ଥାନା ଅଂଚଳର ନୁହେଁ କହି ଏଡ଼ାଇ ଦେଇଥିଲେ।

ସବୁଠୁ ଗୁରୁତ୍ୱପୂର୍ଣ୍ଣ ଘଟଣା ୧୩ ତାରିଖରେ ଏଫଆଇଆର ପଂଜିକରଣ ପରେ ୧୪ ତାରିଖରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ପୋଲିସ୍ ଅଟକ ରଖିଥିଲା । ଅପରାଧିକୁ ଆଇନର ଫାଙ୍କ ଦେଇ ଖସିବା ପାଇଁ ସୁଯୋଗ ଦେବା ଅର୍ଥାତ ଅପରାଧିକୁ ଖସାଇବା ପାଇଁ ସରକାରୀ ବ୍ୟବସ୍ଥା କରି ପୁଲିସ ୧୭ ତାରିଖରେ ଗୋବିନ୍ଦ ଖସିଯିବାର ନାଟକ ରଚିଥିଲା ଏବଂ ୧୯ ତାରିଖରେ ମମିତାଙ୍କ ମୃତଦେହ ମିଳିବାପରେ ପୁଣିଥରେ ପୁଲିସ ଗୋବିନ୍ଦ ସାହୁଙ୍କୁ ଆରେଷ୍ଟ କରିଥିଲା । ଏହି ସମସ୍ତ ଘଟଣା ରାଜ୍ୟ ଗୃହରାଷ୍ଟ୍ର ମନ୍ତ୍ରୀ, ରାଜ୍ୟ ପୁଲିସ ମୁଖ୍ୟ, ଡିଆଇଜି ଏବଂ ଦୁଇ ଜିଲ୍ଲାର ଏସ୍‌ପି ଅପରାଧି ମୁହଁରେ ଯେଭଳି ଗୃହମନ୍ତ୍ରୀଙ୍କ ସଂପୃକ୍ତିର ବୟାନ ନଆସେ ସେଥିପାଇଁ ଏଭଳି ଖସେଇବାର ନାଟକ କରିଛନ୍ତି ବୋଲି ଶ୍ରୀ ମିଶ୍ର ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ।

ସ୍ୱଚ୍ଛତା ପାଇଁ ଗୃହରାଷ୍ଟ ମନ୍ତ୍ରୀ ଦିବ୍ୟଶଙ୍କର ମିନ୍ତ୍ର ତୁରନ୍ତ ନିଜ ପଦରୁ ଇସ୍ତଫା ଦିଅନ୍ତୁ ନଚେତ ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ସାମନାକୁ ଆସି ତାଙ୍କ କ୍ୟାବିନେଟ ସହଯୋଗୀ ମନ୍ତ୍ରୀ ଦିବ୍ୟଶଙ୍କରୁ ବହିଷ୍କାର କରନ୍ତୁ ବୋଲି କଂଗ୍ରେସ ଦାବି କରିଛି । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ମୁଖପାତ୍ର ଶୁଭ୍ରଶ୍ରୀ ପଣ୍ଡା, ରଶ୍ମି ମହାପାତ୍ର ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ମମିତା ମେହେରଙ୍କୁ ନ୍ୟାୟ ଦେବା ଓ ଗୃହମନ୍ତ୍ରୀ ଶ୍ରୀ ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ଆସନ୍ତା ୧୨ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story