ଆସନ୍ତାକାଲି ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକ: ଶାହ କରିବେ ଅଧ୍ୟକ୍ଷତା, ଯିବେନି ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି କୋଲକାତାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ପୂର୍ବାଂଚଳ ଜୋନାଲ ପରିଷଦ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସାମିଲ ହେବେ ନାହିଁ ବୋଲି ସୂଚନା ମିଳିଛି । ଯଦିଓ ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ ସମେତ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତିଶ କୁମାର, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ୍ […]

Amitshah

Amitshah

Ordigital Desk
  • Published: Friday, 16 December 2022
  • Updated: 16 December 2022, 08:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି କୋଲକାତାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ପୂର୍ବାଂଚଳ ଜୋନାଲ ପରିଷଦ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସାମିଲ ହେବେ ନାହିଁ ବୋଲି ସୂଚନା ମିଳିଛି । ଯଦିଓ ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ ସମେତ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତିଶ କୁମାର, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ୍ ନେତା ହେମନ୍ତ ସୋରେନ ଓ ସିକ୍ମିମ ମୁଖ୍ୟମନ୍ତ୍ରୀ ତଥା ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା ନେତା ପ୍ରେମ କୁମାର ତମଙ୍ଗ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

ସୂଚନା ଅନୁସାରେ, ଆସନ୍ତାକାଲି ହେବାକୁ ଥିବା ପୂର୍ବାଂଚଳ ଜୋନାଲ ପରିଷଦ ବୈଠକରେ ଯୋଗ ଦେବାକୁ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଗୃହ ସଚିବ ଦେଓରଂଜନ କୁମାର ସିଂ ଓ ପୁଲିସ ଡିଜି ସୁନୀଲ କୁମାର ବଂଶଲ ଆଜି ସନ୍ଧ୍ୟାରେ କୋଲକାତା ଗସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରୁ ଦୂରେଇ ରହୁଥିବାରୁ ତାଙ୍କ ପରିବର୍ତ୍ତେ ବିଜେଡିର ବରିଷ୍ଠ ନେତା ତଥା ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଓଡ଼ିଶା ପକ୍ଷରୁ ପ୍ରତିନିଧ୍ୱତ୍ୱ କରିବେ । ପୂର୍ବରୁ ଏହି ବୈଠକ ନଭେମ୍ବର ୫ତାରିଖରେ ହେବାର କାର୍ଯ୍ୟକ୍ରମ ଥିଲା, ଯାହାକୁ ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା ।

ପୂର୍ବାଂଚଳ ଜେନାଲ ପରିଷଦର ସଦସ୍ୟ ଭାବେ ଓଡ଼ିଶା ସମେତ ବିହାର, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ସିକ୍କିମ ରହିଛନ୍ତି । ଦ୍ୱିପାକ୍ଷିକ ପ୍ରସଙ୍ଗ ସମେତ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ରହିଥିବା ବିଭିନ୍ନ ପ୍ରସଙ୍ଗରେ ଏହି ବୈଠକରେ ଆଲୋଚନା ହୋଇଥାଏ । ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ଓଡ଼ିଶା ପକ୍ଷରୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ସମେତ କେନ୍ଦ୍ରୀୟ ଫୋର୍ସ ମୁତୟନ ବାବଦ ଅର୍ଥକୁ ଛାଡ୍ , ରାଜ୍ୟର ବିଭିନ୍ନ ପଂଚାୟତରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥାରେ ସୁଧାର, କ୍ଲିନଏନର୍ଜି ସେସ୍ , କୋଇଲା ରୟାଲିଟି ବୃଦ୍ଧି, ମୋବାଇଲ ଟାୱାର ନିର୍ମାଣ ସହ ରେଳ ଭିତ୍ତିଭୂମି ଓ ରେଳ ସାନ୍ଧ୍ରତା ବୃଦ୍ଧି ଆଦି ପ୍ରସଙ୍ଗ ଓଡ଼ିଶା ପକ୍ଷରୁ ଉପସ୍ଥାପନ କରାଯିବାର ସମ୍ଭାବନା ରହିଛି ।

ଏହି ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ମୁଖ୍ୟ ସଚିବ, ଗୃହ ସଚିବ ଓ ପୁଲିସ ଡିଜି ପ୍ରମୁଖ ଉପସ୍ଥିତ ରହିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story