ଆସନ୍ତାକାଲି ନବୀନଙ୍କ ମନ୍ତ୍ରିମଣ୍ଡଳର ଶପଥ, ଆସିଲା ନୂଆ ମନ୍ତ୍ରୀଙ୍କ ତାଲିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ସରକାରର ପଂଚମ ପାଳିର ୩ବର୍ଷ ପୂରଣ ହେବାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନିଜ ମନ୍ତ୍ରିମଣ୍ଡଳର ନବକଳେବର କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିବାବେଳେ ଆସନ୍ତାକାଲି ଦିନ ୧୧ଟା ୪୫ମିନିଟରେ ନୂଆ ମନ୍ତ୍ରୀମାନେ ଶପଥ ନେବେ । ଲୋକସେବା ଭବନର କନଭେନସନ ହଲରେ ଏହି ନୂଆ ମନ୍ତ୍ରୀମାନେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଫୋନ୍ ମାଧ୍ୟମରେ ନୂଆ ମନ୍ତ୍ରୀମାନଙ୍କୁ […]

Naveen

Naveen

Ordigital Desk
  • Published: Saturday, 04 June 2022
  • Updated: 04 June 2022, 09:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ସରକାରର ପଂଚମ ପାଳିର ୩ବର୍ଷ ପୂରଣ ହେବାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନିଜ ମନ୍ତ୍ରିମଣ୍ଡଳର ନବକଳେବର କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିବାବେଳେ ଆସନ୍ତାକାଲି ଦିନ ୧୧ଟା ୪୫ମିନିଟରେ ନୂଆ ମନ୍ତ୍ରୀମାନେ ଶପଥ ନେବେ । ଲୋକସେବା ଭବନର କନଭେନସନ ହଲରେ ଏହି ନୂଆ ମନ୍ତ୍ରୀମାନେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଫୋନ୍ ମାଧ୍ୟମରେ ନୂଆ ମନ୍ତ୍ରୀମାନଙ୍କୁ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ରହିବା ପାଇଁ କୁହାଯାଇଛି । ଯେଉଁ ବିଜେଡି ବିଧାୟକମାନଙ୍କୁ ମନ୍ତ୍ରୀ ପଦ ମିଳିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି ସେଥିରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ପ୍ରତାପ କେଶରୀ ଦେବ ଓ ଅତନୁ ସବ୍ୟସାଚୀ ନାୟକ, ଯାଜପୁର ଜିଲ୍ଲାରୁ ପ୍ରମିଳା ମଲ୍ଲିକ ଓ ପ୍ରୀତିରଞ୍ଜନ ଘଡ଼ାଇ, ଜଗତସିଂହପୁର ଜିଲ୍ଲାରୁ ପ୍ରଶାନ୍ତ କୁମାର ମୁଦୁଲି, ସମ୍ବଲପୁର ଜିଲ୍ଲାରୁ ରୋହିତ ପୂଜାରୀ, ବଲାଙ୍ଗିର ଜିଲ୍ଲାରୁ ଟୁକୁନି ସାହୁ, ପୁରୀ ଜିଲ୍ଲାରୁ ସମୀର ରଞ୍ଜନ ଦାଶ, ଖୋର୍ଦ୍ଧା ଜିଲ୍ଲାରୁ ଅଶୋକ ଚନ୍ଦ୍ର ପଣ୍ଡା, କଟକ ଜିଲ୍ଲାରୁ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ପ୍ରତାପ ଜେନା, ଝାରସୁଗୁଡ଼ା ଜିଲ୍ଲାରୁ ନବକିଶୋର ଦାସ, ବାଲେଶ୍ୱର ଜିଲ୍ଲାରୁ ଅଶ୍ୱିନୀ ପାତ୍ର, ଗଞ୍ଜାମ ଜିଲ୍ଲାରୁ ଶ୍ରୀକାନ୍ତ ସାହୁ ଏବଂ ଉଷା ଦେବୀ, ସୋନପୁର ଜିଲ୍ଲାରୁ ନିରଞ୍ଜନ ପୂଜାରୀ, ବରଗଡ଼ ଜିଲ୍ଲାରୁ ରିତା ସାହୁ, ବୌଦ୍ଧ ଜିଲ୍ଲାରୁ ପ୍ରଦୀପ ଅମାତ, ଢେଙ୍କାନାଳ ଜିଲ୍ଲାରୁ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ନୂଆପଡ଼ା ଜିଲ୍ଲାରୁ ରାଜେନ୍ଦ୍ର ଢୋଲକିଆ  ମନ୍ତ୍ରୀ ଭାବେ ଶପଥ ନେବେ।

କାହାକୁ କେଉଁ ବିଭାଗ ମିଳିବ, ସେକଥା ଏଯାଏ ଜଣାପଡ଼ିନି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ କିଛି ସମୟ ପୂର୍ବରୁ ରାଜଭବନରେ ପହଂଚିଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଏହି ନୂଆ ମନ୍ତ୍ରୀଙ୍କ ତାଲିକା ତାଙ୍କୁ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି । ଏହାପରେ ହିଁ ଉକ୍ତ ତାଲିକାକୁ ଗଣମାଧ୍ୟମକୁ ମିଳିବାର ସମ୍ଭାବନା ରହିଛି। ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳକୁ ୯ ଜଣ ଫେରୁଥିବା ବେଳେ ଅନ୍ୟ ୧୧ ଜଣ ବାଦ ପଡ଼ିଛନ୍ତି।

ତେବେ ନୂଆ ମନ୍ତ୍ରିମଣ୍ଡଳରେ ନବୀନ ବିବାଦୀୟ ନେତାମାନଙ୍କୁ ବାଦ୍ ଦେଇ ନିର୍ମଳ ଭାବମୂର୍ତ୍ତିସମ୍ପନ୍ନ ବିଧାୟକମାନଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story