ନଡ୍ଡାଙ୍କୁ ଭେଟିଲେ ରାଜ୍ୟ ବିଜେପି ନେତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ଓ ପୌର ନିର୍ବାଚନରେ ଶୋଚନୀୟ ପରାଜୟ ପରେ ରାଜ୍ୟ ବିଜେପିର ଏକ ପ୍ରତିନିଧି ଦଳ ଆଜି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଶ୍ରୀ ନଡ୍ଡାଙ୍କୁ ଭେଟିଥିବା ଟିମରେ ରାଜ୍ୟ ବିଜେପିର ଅନେକ କର୍ମକର୍ତ୍ତା ସାମିଲ ଥିଲେ। ରାଜ୍ୟ ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ନୂଆଦିଲ୍ଲୀର ସଂସଦ ଭବନ ପରିସରରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତିଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର […]

BJP LEADERS

BJP LEADERS

Ordigital Desk
  • Published: Thursday, 31 March 2022
  • Updated: 01 April 2022, 08:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ଓ ପୌର ନିର୍ବାଚନରେ ଶୋଚନୀୟ ପରାଜୟ ପରେ ରାଜ୍ୟ ବିଜେପିର ଏକ ପ୍ରତିନିଧି ଦଳ ଆଜି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଶ୍ରୀ ନଡ୍ଡାଙ୍କୁ ଭେଟିଥିବା ଟିମରେ ରାଜ୍ୟ ବିଜେପିର ଅନେକ କର୍ମକର୍ତ୍ତା ସାମିଲ ଥିଲେ।

ରାଜ୍ୟ ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ନୂଆଦିଲ୍ଲୀର ସଂସଦ ଭବନ ପରିସରରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତିଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ପ୍ରତିନିଧି ମଣ୍ଡଳୀ ଗୁରୁବାର ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କରିବା ସହ ରାଜ୍ୟର ସାଂପ୍ରତିକ ରାଜନୈତିକ ସ୍ଥିତି, ପ୍ରାକ୍ ନିର୍ବାଚନୀ ହିଂସା ଓ ନିର୍ବାଚନ ସମୟର ହିଂସା ଉପରେ ଆଲୋଚନା କରିଛନ୍ତି।

ଏହି ଅବସରରେ ଓଡ଼ିଶାରେ ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟ ବିଜେପି କିଭଳି ଭଲ ପ୍ରଦର୍ଶନ କରିପାରିବ ସେ ନେଇ ରଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା ମାର୍ଗଦର୍ଶନ କରିଥିଲେ। ଦଳର ସଂଗଠନକୁ ତୃଣମୂଳ ସ୍ତରରେ ମଜଭୂତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକାଭିମୁଖୀ ଓ ଗରିବ କଲ୍ୟାଣକାରୀ ଯୋଜନା ଘରେ ଘରେ ଯେଭଳି ପହଁଚିବ,ତା'ଉପରେ ମଧ୍ୟ ମତପ୍ରକାଶ କରିଥିଲେ।

ପରେ ରାଜ୍ୟର ଏହି ନେତାମାନେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଏହି ପ୍ରତିନିଧି ମଣ୍ଡଳିରେ ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ରବି ନାରାୟଣ ନାଏକ, ଲେଖାଶ୍ରୀ ସାମନ୍ତସିଂହାର, କାଳନ୍ଦୀ ସାମଲ, ଟଙ୍କଧର ତ୍ରିପାଠୀ ଓ ସୁଦର୍ଶନ ଗୋଏଲ ପ୍ରମୁଖ ସାମିଲ ଥିଲେ। ଏଥିରେ ରାଜ୍ୟର କୌଣସି ସାଂସଦ ବା ଜାତୀୟ ସ୍ତରରେ ପଦବୀପ୍ରାପ୍ତ ଓଡ଼ିଆ ନେତା ସାମିଲ ନଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story