ଆଜି ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁହାରି ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଛନ୍ତି ଶତାଧିକ ଲୋକ।