ବିଜେଡି ପାଇଁ ବେଗୁନିଆବାସୀଙ୍କ ବାର୍ତ୍ତା | Odisha Reporter
Advertisment
ବେଗୁନିଆରେ କେମିତି ରହିଛି ଲୋକଙ୍କ ମୁଡ ଓ କେଉଁ ପ୍ରାର୍ଥୀ ପାଇଁ ରହିଛି ଲୋକଙ୍କ ସମର୍ଥନ। କେତେ ପହଁଞ୍ଚିଛି ଯୋଜନା। ବେଗୁନିଆ ଅଞ୍ଚଳରେ କେତେ ବାଟ ଆଗେଇଛି ବିକାଶ। କେମିତି ଅଛନ୍ତି ବେଗୁନିଆ ନିର୍ବାଚନମଣ୍ଡଳୀର ଜନସାଧାରଣ ? ବେଗୁନିଆରେ ମୁଖ୍ୟ ସମସ୍ୟା ସବୁ କଣ ରହିଛି। ଦେଖନ୍ତୁ ଆମର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗାଁ ଗାଁରେ ପଲିଟିକାଲ ଖଟିରେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us