Advertisment

ଜଗତସିଂହପୁର ନିର୍ବାଚନମଣ୍ଡଳୀରେ କେମିତି ରହିଛି ଲୋକଙ୍କ ମୁଡ୍‌ ?

ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେଉଛି ଟକ୍କର। ଦେଖନ୍ତୁ ଆମର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗାଁ ଗାଁରେ ପଲିଟିକାଲ ଖଟି।

Advertisment

ଜଗତସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ କେମିତି ରହିଛି ଲୋକଙ୍କ ମୁଡ୍‌ ଓ କେଉଁ ପ୍ରାର୍ଥୀ ପାଇଁ ରହିଛି ଲୋକଙ୍କ ସମର୍ଥନ ? ତେବେ କିଛି ଭୋଟର ନିରବ ରହୁଥିବାବେଳେ ଅନେକ ପରିବର୍ତ୍ତନ ସପକ୍ଷରେ ମତ ଦେଉଛନ୍ତି ! ଦେଖନ୍ତୁ ଆମର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଗାଁ ଗାଁରେ ପଲିଟିକାଲ ଖଟି।

Advertisment
2024 General Election Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe