Advertisment

'ମୁଁ ବିଜେପିରେ ଅଛି'

ଦିଲ୍ଲୀରୁ ଫେରିବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟର ବରିଷ୍ଠ ରାଜନେତା ଦିଲୀପ ରାୟଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ମିଳିଛି।

Advertisment

ଦିଲ୍ଲୀରୁ ଫେରିବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟର ବରିଷ୍ଠ ରାଜନେତା ଦିଲୀପ ରାୟଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ମିଳିଛି। ସାଧାରଣ ଲୋକ ଓ ବିଜେପି କର୍ମୀମାନେ ତାଙ୍କୁ ବାଣ ଫୁଟାଇ ସ୍ୱାଗତ କରିଛନ୍ତି। ତାଙ୍କ ପ୍ରତି ଥିବା ସମର୍ଥନକୁ ଦେଖି ସେ ଭାବବିହ୍ୱଳ ହୋଇପଡ଼ିଛନ୍ତି। ସେ କହିଛନ୍ତି ଯେ, ମୁଁ ବିଜେପିରେ ଅଛି। ବିନା ନିର୍ବାଚନରେ ଲୋକ ମୋତେ ଜିତାଇ ସାରିଲେଣି। ମୁଁ ପୂର୍ବରୁ ବିଜେପିରୁ ଇସ୍ତଫା ଦେଇଥିଲି। କିନ୍ତୁ ଦଳ ତାକୁ ଗ୍ରହଣ କରି ନାହିଁ। ତେଣୁ ମୁଁ ବିଜେପି ଦଳର ସଦସ୍ୟ।

Advertisment
Rourkela Bjp Dilip Ray Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe