Advertisment

'ମୁଁ ଥରୁଟେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବାକୁ ଚାହୁଁଛି'

ଓଡ଼ିଶାରେ ବିଧାନସଭା ଓ ଲୋକସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ ଏମିତି ପ୍ରତିକ୍ରିୟା ରଖିଛନ୍ତି ବ୍ରହ୍ମପୁରର ନବନିର୍ବାଚିତ ସାଂସଦ ପ୍ରଦୀପ ପାଣିଗ୍ରାହୀ ।

author-image
Manoj Swain

ମୁଁ ଥରୁଟେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବାକୁ ଚାହୁଁଛି । ଓଡ଼ିଶାରେ ବିଧାନସଭା ଓ ଲୋକସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ ଏମିତି ପ୍ରତିକ୍ରିୟା ରଖିଛନ୍ତି ବ୍ରହ୍ମପୁରର ନବନିର୍ବାଚିତ ସାଂସଦ ପ୍ରଦୀପ ପାଣିଗ୍ରାହୀ ।

Advertisment
Odisha Bjp Pradeep Kumar Panigrahy