ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦିଅ: ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପଜନିତ ଲଗାଣ ବର୍ଷାରେ ଉପକୂଳ ଓଡ଼ିଶାର ୪ଟି ଜିଲ୍ଲାର କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦେବାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଦାବି କରିଛନ୍ତି। ଆଜି ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶ୍ରୀ ନାଏକ କହିଛନ୍ତି ଯେ, ଲଗାଣ ବର୍ଷାରେ ଉପକୂଳର ୪ଟି ଜିଲ୍ଲାର ଜମି ଜଳମଗ୍ନ ହୋଇ ବହୁ ପରିମାଣର ଚାଷଜମି ବ୍ୟାପକ କ୍ଷତି ହୋଇଛି। ଗତ କିଛିଦିନ ତଳେ ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ଲଘୁଚାପ ବର୍ଷା ପ୍ରଭାବରେ […]

bjp

bjp

Manoranjan Sial
  • Published: Friday, 21 August 2020
  • Updated: 21 August 2020, 09:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପଜନିତ ଲଗାଣ ବର୍ଷାରେ ଉପକୂଳ ଓଡ଼ିଶାର ୪ଟି ଜିଲ୍ଲାର କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦେବାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଦାବି କରିଛନ୍ତି।

ଆଜି ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶ୍ରୀ ନାଏକ କହିଛନ୍ତି ଯେ, ଲଗାଣ ବର୍ଷାରେ ଉପକୂଳର ୪ଟି ଜିଲ୍ଲାର ଜମି ଜଳମଗ୍ନ ହୋଇ ବହୁ ପରିମାଣର ଚାଷଜମି ବ୍ୟାପକ କ୍ଷତି ହୋଇଛି। ଗତ କିଛିଦିନ ତଳେ ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ଲଘୁଚାପ ବର୍ଷା ପ୍ରଭାବରେ ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛିା ଜମିରେ ପାଣି ଥିବାରୁ ରୁଆ ବେଉଷଣ କାର୍ଯ୍ୟ ବନ୍ଦ ହୋଇଛି। ଅନ୍ୟପଟେ ରୁଆ ଯାଇଥିବା ଧାନ ଜମିରେ ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନଥିବାରୁ ଧାନ ଗଛ ନଷ୍ଟ ହୋଇଯିବାର ଆଶଙ୍କା ରହିଛି। ଏନେଇ ଚାଷୀକୂଳ ମନରେ ଅନିଶ୍ଚିତତାର ବାତାବରଣ ସୃଷ୍ଟି ହୋଇଛି। ଏହି ପାଣିକୁ ନିଷ୍କାସନ କରିବା ପାଇଁ ରାଜ୍ୟ ସରକାର ଆଜି ପର୍ଯ୍ୟନ୍ତ କୌଣସି ସଠିକ୍ ପଦ୍ଧତି ନଆପଣାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଅଭିଯୋଗ କରିଛନ୍ତିା

କରୋନା ମୁକାବିଲା କରୁଥିବା ସମୟରେ ଆର୍ଥିକ ଅଭିବୃଦ୍ଧି ୬ ପ୍ରତିଶତରୁ କମ ଥିବାବେଳେ ଚାଷୀଭାଇମାନେ ଦିନ ରାତି କଠିନ ପରିଶ୍ରମ କରି ରାଜ୍ୟକୁ ଆର୍ଥିକ ଅଭିବୃଦ୍ଧିରେ ନିଜକୁ ସାମିଲ କରିଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷାରେ ଚାଷୀର ଅଂଟା ଭାଙ୍ଗି ପଡିଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜଳମଗ୍ନ ଜମିର କ୍ଷୟକ୍ଷତି ଆକଳନ କରାଯାଇ ନାହିଁ କି ଚାଷୀଙ୍କୁ କ୍ଷତିପୂରଣ ଦିଆଯାଇନାହିଁ। ଆଗାମୀ ୨୧ ତାରିଖରେ ଆଉ ଥରେ ଲଘୁଚାପ ବର୍ଷା ହେବାର ସମ୍ଭାବନା ଅଛି। ସରକାର ଏନେଇ କଣ ଯୋଜନା କରିଛନ୍ତି ତାହା ଚାଷୀ ଭାଇ ମାନଙ୍କୁ ଅବଗତ କରାନ୍ତୁ। ବର୍ଷାର ପରିମାଣ ବୃଦ୍ଧି ହେଲେ ଧାନ ଫସଲ ପୂରା ଧୋଇଯିବାର ଆଶଙ୍କା ରହିଛି। ବିପତ୍ତି ସମୟରେ ରାଜ୍ୟ ସରକାର ଚାଷୀଙ୍କ ପାଖରେ ଛିଡ଼ା ହୋଇ ସେମାନଙ୍କ ମନୋବଳ ବୃଦ୍ଧି କରିବା ସହ ଜଳମଗ୍ନ ଜମିର କ୍ଷୟକ୍ଷତି ଆକଳନ କରି ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଶ୍ରୀ ନାଏକ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story