5T ସଚିବଙ୍କୁ କାଳିମାଡ଼

5T ସଚିବ ଭି. କେ ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ । ପୁରୀ ଜିଲ୍ଲା ସତ୍ୟବାଦୀରେ ଥିବା ୟୁଜିଏସ୍ କଲେଜ ସଭାରେ ପାଣ୍ଡିଆନଙ୍କୁ କାଳିମାଡ଼ ହୋଇଛି। ଏହା ସହିତ ପୁରୀ ଜିଲ୍ଲାପାଳଙ୍କ ମୁହଁରେ ମଧ୍ୟ କାଳି ପଡ଼ିଥିଲା। କାଳିମାଡ଼ କରିଥିବା ବ୍ୟକ୍ତିକୁ ପୁଲିସ ଗିରଫ କରିଛି ।

Manoj Swain
  • Published: Saturday, 19 August 2023
  • Updated: 19 August 2023, 03:16 PM IST

Sports

Latest News

5T ସଚିବ ଭି. କେ ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ । ପୁରୀ ଜିଲ୍ଲା ସତ୍ୟବାଦୀରେ ଥିବା ୟୁଜିଏସ୍ କଲେଜ ସଭାରେ ପାଣ୍ଡିଆନଙ୍କୁ କାଳିମାଡ଼ ହୋଇଛି। ଏହା ସହିତ ପୁରୀ ଜିଲ୍ଲାପାଳଙ୍କ ମୁହଁରେ ମଧ୍ୟ କାଳି ପଡ଼ିଥିଲା। କାଳିମାଡ଼ କରିଥିବା ବ୍ୟକ୍ତିକୁ ପୁଲିସ ଗିରଫ କରିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos