ଆଜିଠୁ ମୁମ୍ବାଇରେ ନିବେଶକ ସମ୍ମିଳନୀ; ସାମିଲ ହେବେ ମୁଖ୍ୟମନ୍ତ୍ରୀ

 ଆଜି ଓ ଆସନ୍ତାକାଲି ମୁମ୍ବାଇରେ ଓଡ଼ିଶା ସରକାର ପକ୍ଷରୁ ଆୟୋଜନ କରାଯାଇଛି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ଶୋ'।

CM Mohan Charan Majhi PhotoOR

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Tapaswini Nayak
  • Published: Friday, 18 October 2024
  • Updated: 18 October 2024, 08:01 AM IST

 ଆଜି ଓ ଆସନ୍ତାକାଲି ମୁମ୍ବାଇରେ ଓଡ଼ିଶା ସରକାର ପକ୍ଷରୁ ଆୟୋଜନ କରାଯାଇଛି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ଶୋ'। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ।

ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଯେଉଁଥିରେ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର। ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ ହେବାକୁ ଥିବା ‘ଇଣ୍ଡିଆ କେମ୍’ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ।

Also Read

ଏଥିରେ ପାରାଦୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବା ସମ୍ଭାବନା ରହିଛି। ୧୯ ତାରିଖ ଅର୍ଥାତ୍ ଆସନ୍ତାକାଲି ୩ଶହରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story