Advertisment

ଇଣ୍ଡି ମେଣ୍ଟ ଆଡକୁ ଢଳୁଛି କି ବିଜେଡି ?

ହରିୟାଣା ଏବଂ ଜାମ୍ମୁ-କାଶ୍ମୀର ଏକଜିଟ୍ ପୋଲ୍‌ରେ କଂଗ୍ରେସ୍ କ୍ଷମତାକୁ ଫେରୁଥିବା ବହୁ ସଂସ୍ଥା ଆକଳନ କରିବା ପରେ ଓଡ଼ିଶା ରାଜନୀତିରେ ହଲଚଲ୍ ।

Advertisment

ଇଣ୍ଡି ମେଣ୍ଟ ଆଡକୁ ଢଳୁଛି କି ବିଜେଡି ? ହରିୟାଣା ଏବଂ ଜମ୍ମୁ-କାଶ୍ମୀର ଏକଜିଟ୍ ପୋଲ୍ ଆକଳନ ଓ ଏହାକୁ ନେଇ ଦେବାଶିଷ ସାମନ୍ତରାୟ ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କ ବୟାନ ପରେ ବଢିଲା ଚର୍ଚ୍ଚା। ବୁଥ୍ ବାହୁଡ଼ା ମତ ଆସିବା ପରେ ଇଣ୍ଡି ମେଣ୍ଟକୁ ଭୁରି ଭୁରି ପ୍ରଶଂସା କରିଛନ୍ତି ବିଜେଡି ନେତା। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe