ଭୁବନେଶ୍ୱରରେ ଜେ.ପି. ନଡ୍ଡା

ରାଜ୍ୟ ବିଜେପି ତାର ନିର୍ବାଚନୀ ଇସ୍ତାହାରରେ ଘୋଷଣା କରିଥିବା ସୁଭଦ୍ରା ଯୋଜନା ସମ୍ବନ୍ଧରେ ଏହି ବୈଠକ କରିବେ ନଡ୍ଡା

J. P. Nadda PhotoOR

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

Biswajit Samal
  • Published: Wednesday, 15 May 2024
  • Updated: 15 May 2024, 08:44 PM IST

Sports

Latest News

ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି ନଡ୍ଡା। ରାତି ୭ଟା ୫୦ ମିନିଟରେ ଭୁବନେଶ୍ୱରର ଏକ ହୋଟେଲରେ ବିଜେପି ମହିଳା କାର୍ଯ୍ୟକର୍ତ୍ତା ମାନଙ୍କ ସହ ନଡ୍ଡାଙ୍କ ବୈଠକ ରହିଛି।

Also Read

ରାଜ୍ୟ ବିଜେପି ତାର ନିର୍ବାଚନୀ ଇସ୍ତାହାରରେ ଘୋଷଣା କରିଥିବା ସୁଭଦ୍ରା ଯୋଜନା ସମ୍ବନ୍ଧରେ ଏହି ବୈଠକ କରିବେ ନଡ୍ଡା। ଆସନ୍ତାକାଲି ରାଜଧାନୀରେ ରୋଡ୍ ଶୋ କରିବେ। କାଲି ସକାଳେ ମାଉସୀ ମା' ମନ୍ଦିର ଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ୍ ଶୋ କରିବେ ଜେ.ପି. ନଡ୍ଡା। ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story