Advertisment

'ଓଡ଼ିଶାରେ କ’ଣ ନେତୃତ୍ୱ ନେବା ପାଇଁ କେହି ଓଡ଼ିଆ ନାହାନ୍ତି ?'

ଆୟୁଷ୍ମାନ ଭାରତ ଯୋଜନାରୁ ଓଡ଼ିଶା ଲୋକ ବଞ୍ଚିତ ରହିଛନ୍ତି। ଏଭଳି ସରକାର ରହିବା ଅନୁଚିତ। ବିପକ୍ଷ ସରକାର ଥିବା ସତ୍ତ୍ୱେ ମୋଦି ସର୍ବାଧିକ ଅନୁଦାନ ଓଡ଼ିଶାକୁ ଦେଇଛନ୍ତି।

author-image
Manoj Swain
ଅଦ୍ୟତନ ହୋଇଛି

ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଗର୍ଜିଛନ୍ତି ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ ଓଡ଼ିଶାରେ ୨୫ ବର୍ଷ ହେଲା କ୍ଷମତାରେ ଥିବା ବିଜେଡି ସରକାରକୁ ତୀବ୍ର ସମାଲୋଚନା କରିଛନ୍ତି। ବିଜେଡି ସରକାର ବଦଳିବା ଦରକାର ବୋଲି ସେ ଆହ୍ୱାନ ଦେଇଛନ୍ତି। ଏଥିସହ ବିଜେଡି ସରକାର ବାହାର ଲୋକଙ୍କୁ ପ୍ରଶ୍ରୟ ଦେଉଛି ଓ ଓଡ଼ିଶାବାସୀ ଏଥିପ୍ରତି ସତର୍କ ରୁହନ୍ତୁ ବୋଲି ନଡ୍ଡା କହିଛନ୍ତି। ଆୟୁଷ୍ମାନ ଭାରତ ଯୋଜନାରୁ ଓଡ଼ିଶା ଲୋକ ବଞ୍ଚିତ ରହିଛନ୍ତି। ଏଭଳି ସରକାର ରହିବା ଅନୁଚିତ। ବିପକ୍ଷ ସରକାର ଥିବା ସତ୍ତ୍ୱେ ମୋଦି ସର୍ବାଧିକ ଅନୁଦାନ ଓଡ଼ିଶାକୁ ଦେଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bjp Odisha Jp Nadda