Advertisment

୨୨ରେ କଳାହାଣ୍ଡି ଆସୁଛନ୍ତି ଜେପି ନଡ୍ଡା

କେନ୍ଦ୍ରରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ସାରା ଭାରତରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମ ଜାରି ରହିଛି। ଏହି ୯ ବର୍ଷ ମଧ୍ୟରେ ସାରା ଦେଶରେ ଜାରି ରହିଥିବା ମୋଦି ସରକାରଙ୍କ ବିଭିନ୍ନ ଯୋଜନାର ସଫଳତାକୁ ବିଜେପି ଲୋକଙ୍କ ପାଖରେ ପହଁଚାଉଛି।

J.P Nadda

J.P Nadda

Advertisment

ଆସନ୍ତା ୨୨ ତାରିଖରେ କଳାହାଣ୍ଡି ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭବାନୀପାଟଣା ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ହେବାକୁ ଥିବା ସେବା ଓ ସୁଶାସନକୁ ନେଇ ଜନ ସମ୍ପର୍କ କାର୍ଯ୍ୟକ୍ରମରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏହି ଅବସରରେ ସେ ଦଳୀୟ କର୍ମୀ ଓ ସାଧାରଣ ଜନତାଙ୍କୁ ସମ୍ବୋଧନ କରିବେ।

Advertisment

କେନ୍ଦ୍ରରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ସାରା ଭାରତରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମ ଜାରି ରହିଛି। ଏହି ୯ ବର୍ଷ ମଧ୍ୟରେ ସାରା ଦେଶରେ ଜାରି ରହିଥିବା ମୋଦି ସରକାରଙ୍କ ବିଭିନ୍ନ ଯୋଜନାର ସଫଳତାକୁ ବିଜେପି ଲୋକଙ୍କ ପାଖରେ ପହଁଚାଉଛି।

Bjp State Bjp Kalahandi Jp Nadda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe