ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ। ଦକ୍ଷିଣ ଉଜୈନ ବିଧାୟକ ମୋହନ ଯାଦବ। ପୂର୍ବରୁ ଶିବରାଜଙ୍କ ସରକାରରେ ସେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଥିଲେ। ଶ୍ରୀ ଯାଦବ ଉଜ୍ଜୟୀନ ଦକ୍ଷିଣ ଆସନରୁ ଜିତିଛନ୍ତି। ସେ ଏଥରକୁ ମିଶାଇ କ୍ରମାଗତ ୩ୟ ଥର ପାଇଁ ବିଧାନସଭାକୁ ଯାଇଛନ୍ତି। ଦଳର ଅନ୍ୟତମ ବରିଷ୍ଠ ନେତା ଭାବେ ୫୮ ବର୍ଷୀୟ ମୋହନ ଯାଦବ ବେଶ ପରିଚିତ। କିନ୍ତୁ ସେ ମୁଖ୍ୟମନ୍ତ୍ରୀ ହେବେ ବୋଲି କେହି ବି ଚର୍ଚ୍ଚା କରୁ ନଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଶ୍ନ କରିଥିଲେ ଉଦ୍ଧବ ଠାକରେ, ଯାଞ୍ଚ ହେଲା ଅମିତ ଶାହଙ୍କ ହେଲିକପ୍ଟର
ଯାଞ୍ଚ ବେଳର ଭିଡିଓକୁ ଅମିତ ଶାହ ନିଜେ ଏକ୍ସରେ ପୋଷ୍ଟ କରିଛନ୍ତି। ଏଥିରେ ଅଧିକାରୀମାନେ କେମିତି ଶାହଙ୍କ ହେଲିକପ୍ଟରରେ ଥିବା ବ୍ୟାଗଗୁଡ଼ିକୁ ଯାଞ୍ଚ କରୁଛନ୍ତି, ତା’ର ଦୃଶ୍ୟ ରହିଛି।
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’