କିଏ ଜାଣିଥିଲା ଇଏ ହେବେ ମୁଖ୍ୟମନ୍ତ୍ରୀ ? | Odisha Reporter
ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ। ଦକ୍ଷିଣ ଉଜୈନ ବିଧାୟକ ମୋହନ ଯାଦବ। ପୂର୍ବରୁ ଶିବରାଜଙ୍କ ସରକାରରେ ସେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଥିଲେ। ଶ୍ରୀ ଯାଦବ ଉଜ୍ଜୟୀନ ଦକ୍ଷିଣ ଆସନରୁ ଜିତିଛନ୍ତି। ସେ ଏଥରକୁ ମିଶାଇ କ୍ରମାଗତ ୩ୟ ଥର ପାଇଁ ବିଧାନସଭାକୁ ଯାଇଛନ୍ତି। ଦଳର ଅନ୍ୟତମ ବରିଷ୍ଠ ନେତା ଭାବେ ୫୮ ବର୍ଷୀୟ ମୋହନ ଯାଦବ ବେଶ ପରିଚିତ। କିନ୍ତୁ ସେ ମୁଖ୍ୟମନ୍ତ୍ରୀ ହେବେ ବୋଲି କେହି ବି ଚର୍ଚ୍ଚା କରୁ ନଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
