ମହାରଥୀ ପରିବାରରେ ପୁଅ ବିରୋଧରେ ବୋହୂ ପ୍ରାର୍ଥୀ | Odisha Reporter
Advertisment
ନିର୍ବାଚନୀ ମଇଦାନରେ ମୁହାଁମୁହିଁ ହେବେ ସ୍ୱାମୀ-ସ୍ତ୍ରୀ। ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆସିଛି ଏମିତି ଚିତ୍ର। ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ତାଙ୍କ ପତ୍ନୀ ଜାଗୃତି ପଣ୍ଡା। ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତେବେ ଜାଗୃତି କାହିଁକି ସ୍ୱାଧୀନ ପ୍ରାର୍ଥୀ ଭାବେ ସ୍ୱାମୀଙ୍କ ବିରୋଧରେ ଲଢ଼ିବାକୁ ମନସ୍ଥ କଲେ, ସେ ନେଇ ମୁହଁ ଖୋଲିନାହାନ୍ତି। ସେହିଭଳି ଏନେଇ ରୁଦ୍ରଙ୍କ ପ୍ରତିକ୍ରିୟା ମଧ୍ୟ ମିଳି ନାହିଁ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us