Advertisment

ଯାଜପୁର ଜିଲ୍ଲା ପାଇଁ ଭଣ୍ଡାର ଖୋଲି ଦେଇଥିଲେ ନବୀନ ସରକାର

ଯାଜପୁର ଜିଲ୍ଲା ପାଇଁ ଭଣ୍ଡାର ଖୋଲି ଦେଇଥିଲେ ରାଜ୍ୟ ସରାକର। ୩ ବର୍ଷରେ ଖାଲି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୩ ହଜାର ୭୪ କୋଟିର ଅନୁଦାନ।

Advertisment

ରାଜ୍ୟସଭା ସାଂସଦ ପାଣ୍ଠି ପରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି। ଯାଜପୁର ଉପରେ ହେଉଥିଲା ପ୍ରକଳ୍ପ ବର୍ଷା। ଯାଜପୁର ଜିଲ୍ଲା ପାଇଁ ଭଣ୍ଡାର ଖୋଲି ଦେଇଥିଲେ ରାଜ୍ୟ ସରାକର। ବାକି ୨୯ ଜିଲ୍ଲା ଗୋଟିଏ ପଟେ, ଆଉ ଯାଜପୁର ଥିଲା ଅନ୍ୟ ପଟେ। ୩ ବର୍ଷରେ ଖାଲି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୩ ହଜାର ୭୪ କୋଟିର ଅନୁଦାନ। ପୁଣି ୨ ବର୍ଷ ପୂର୍ବର ପ୍ରକଳ୍ପ ଆରମ୍ଭ ହୋଇନି, ହେଲେ ପୁଣି ପ୍ରକଳ୍ପ ପରେ ପ୍ରକଳ୍ପ ଅଜାଡି ଦେଇଥିଲେ ନବୀନ ସରକାର ।

Advertisment
BjD Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe