‘ଜୟନାରାୟଣ ବି ଅସୁରକ୍ଷିତ’ | Odisha Reporter
ଜୟନାରାୟଣ ମିଶ୍ରଙ୍କ ସୁରକ୍ଷା ନେଇ ପ୍ରଶ୍ନ କଲେ ରାଜ୍ୟ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି, ବିରୋଧୀ ଦଳ ନେତା ଜୟନାରାୟଣଙ୍କ ନାଁରେ ମିଛ ମାମଲା ହୋଇଛି ବୋଲି କହିଛନ୍ତି ପୁରନ୍ଦେଶ୍ୱରୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
