Advertisment

ଜୟନାରାୟଣ ବି ଓଡ଼ିଶାରେ ଅସୁରକ୍ଷିତ !

ଜୟନାରାୟଣ ମିଶ୍ରଙ୍କ ସୁରକ୍ଷା ନେଇ ପ୍ରଶ୍ନ କଲେ ରାଜ୍ୟ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୁରନ୍ଦେଶ୍ୱରୀ। ବିରୋଧୀ ଦଳ ନେତା ଜୟନାରାୟଣଙ୍କ ନାଁରେ ମିଛ ମାମଲା ହୋଇଛି ବୋଲି କହିଛନ୍ତି ରାଜ୍ୟ ପ୍ରଭାରୀ।

ଅଦ୍ୟତନ ହୋଇଛି
Advertisment

ଜୟନାରାୟଣ ମିଶ୍ରଙ୍କ ସୁରକ୍ଷା ନେଇ ପ୍ରଶ୍ନ କଲେ ରାଜ୍ୟ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି, ବିରୋଧୀ ଦଳ ନେତା ଜୟନାରାୟଣଙ୍କ ନାଁରେ ମିଛ ମାମଲା ହୋଇଛି ବୋଲି କହିଛନ୍ତି ପୁରନ୍ଦେଶ୍ୱରୀ।

Advertisment
Odisha Politics Bjp Odisha Daggubati Purandeswari
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe