Advertisment

ଶପଥ ନେଲେ ଦୀପାଳି

ଶପଥ ନେଲେ ଦୀପାଳି। ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ, ବିଧାନସଭାରେ ଶପଥ ପାଠ କରାଇଲେ ଉପବାଚସ୍ପତି।

author-image
Manoj Swain

ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ ଆଜି ଶପଥ ନେଇଛନ୍ତି, ବିଧାନସଭାରେ ଶପଥ ପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ।ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଲେ ବିଧାୟିକା ଦୀପାଳି।

Advertisment
Odisha Deepali Das