ବିଧାୟିକା ହେଲେ ଦୀପାଳି | Odisha Reporter
Advertisment
ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ ଆଜି ଶପଥ ନେଇଛନ୍ତି, ବିଧାନସଭାରେ ଶପଥ ପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ।ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଲେ ବିଧାୟିକା ଦୀପାଳି।