Advertisment

'ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର ୱାନ୍‌'

ରାଜ୍ୟ ବିଜେପି ନିର୍ବାଚନ ଇସ୍ତାହାର ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’ ଉନ୍ମୋଚିତ।

author-image
Manoj Swain

ରାଜ୍ୟ ବିଜେପି ନିର୍ବାଚନ ଇସ୍ତାହାର ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’ ଉନ୍ମୋଚିତ। ଉନ୍ମୋଚନ ପରେ ନଡ୍ଡା କହିଛନ୍ତି, ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର ୱାନ୍‌ ହୋଇଛି। ରେପ୍‌, ମର୍ଡରରେ ବିଜୁ ଜନତା ଦଳର ନେତା ସଂପୃକ୍ତ ଅଛନ୍ତି। ବିଜେଡିର ୪୫ରୁ ଅଧିକ ବିଧାୟକ ବିଭିନ୍ନ ଅପରାଧରେ ସଂପୃକ୍ତ ଅଛନ୍ତି।

Advertisment
Bjp Odisha Jp Nadda