Advertisment

ବିଜେଡି ସରକାରକୁ ଜୋରଦାର ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

'୧୦ ଜୁନ୍‌ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ। ଉକ୍ତ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଆପଣ ସମସ୍ତଙ୍କୁ ନିମନ୍ତ୍ରଣ ରହିଲା।'

ଅଦ୍ୟତନ ହୋଇଛି
Advertisment

ବ୍ରହ୍ମପୁରରେ ବିଜେଡି ସରକାରକୁ ଜୋରଦାର ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କହିଲେ, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଆଉ ମାସେ ପରେ ଅର୍ଥାତ ୬ ଜୁନ୍‌ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଫାଇନାଲ ହେବ। ୧୦ ଜୁନ୍‌ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ହେବ। ଉକ୍ତ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଆପଣ ସମସ୍ତଙ୍କୁ ନିମନ୍ତ୍ରଣ ରହିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
PM Modi Berhampur Odisha Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe