ଶପଥ ନେଲେ କନକ ଓ ପ୍ରଭାତୀ

୮ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ଶପଥ ନେଇଛନ୍ତି। 

Biswajit Samal
  • Published: Wednesday, 12 June 2024
  • Updated: 12 June 2024, 06:57 PM IST

Sports

Latest News

ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ଆଜି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ଆଜି ମୋଟ ୧୬ ଜଣ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୮ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ଶପଥ ନେଇଛନ୍ତି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos