ଶପଥ ନେଲେ ଉପମୁଖ୍ୟମନ୍ତ୍ରୀ | Odisha Reporter
Advertisment
ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ଆଜି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ଆଜି ମୋଟ ୧୬ ଜଣ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୮ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ଶପଥ ନେଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us