Advertisment

ଆଜି ନାମାଙ୍କନ ଭରିବେ ବୈଜୟନ୍ତ ପଣ୍ଡା

ବିରାଟ ଶୋଭାଯାତ୍ରାରେ ନାମାଙ୍କନ ପତ୍ର ଦାଖଲ କରିବାକୁ ଯାଉଛନ୍ତି ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା।

Advertisment

ବିରାଟ ଶୋଭାଯାତ୍ରାରେ ନାମାଙ୍କନ ପତ୍ର ଦାଖଲ କରିବାକୁ ଯାଉଛନ୍ତି ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ସେଥିପାଇଁ ଉତ୍ସାହିତ ବିଜେପି କର୍ମୀ। ପ୍ରଥମେ ତିନି ମୁହାଣୀ ରାମ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ପରେ ଶୋଭାଯାତ୍ରାରେ ଜ୍ଞାନପୀଠ, କଜଳା, ମହିପାଳ, ବଡହାଟ ଏବଂ ପୁରୁଣା ବସଷ୍ଟାଣ୍ଡ ଦେଇ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

Advertisment
Bjp Baijayant Panda Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe