Advertisment

ପ୍ରଶାନ୍ତ ଜଗଦ୍ଦେବଙ୍କ ସମର୍ଥନରେ ବାହାରିଲେ ଖୋର୍ଦ୍ଧା ବିଧାୟକ

ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ବିରୋଧ କରିଛନ୍ତି ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର।

author-image
Manoj Swain
ଅଦ୍ୟତନ ହୋଇଛି

ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ବିରୋଧ କରିଛନ୍ତି ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର। ପ୍ରଶାନ୍ତ ଜଗଦ୍ଦେବ ଯଦି ଇଭିଏମ ଭାଙ୍ଗିଛନ୍ତି ତେବେ ଜିଲ୍ଲା ପ୍ରଶାସନ ସେ ସମୟରେ ବୁଥରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରନ୍ତୁ। ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ଆହୁରି କହିଛନ୍ତି, ପ୍ରଶାନ୍ତ ଜଗଦ୍ଦେବ ଜଣେ ସଂଗ୍ରାମୀ ନେତା। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।

Advertisment
Odisha Bjp Prasant Jagadev