ହିଞ୍ଜିଳି ନିର୍ବାଚନମଣ୍ଡଳୀରେ କେମିତି ରହିଛି ଲୋକଙ୍କ ମୁଡ ଓ କେଉଁ ପ୍ରାର୍ଥୀ ପାଇଁ ରହିଛି ଲୋକଙ୍କ ସମର୍ଥନ। କେତେ ପହଁଞ୍ଚିଛି ଯୋଜନା। ଏହି ଅଞ୍ଚଳରେ କେତେ ବାଟ ଆଗେଇଛି ବିକାଶ। କେମିତି ଅଛନ୍ତି ହିଞ୍ଜିଳି ନିର୍ବାଚନମଣ୍ଡଳୀର ଜନସାଧାରଣ ? ନିର୍ବାଚନ ପାଖେଇ ଆସିଥିବା ବେଳେ କଣ ରହିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିର ମୁଡ୍। ଖୋଦ ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳରୁ ଦୀର୍ଘ ବର୍ଷ ଧରି ପ୍ରତିନିଧିତ୍ଵ କରୁଛନ୍ତି। ଲୋକେ ସରକାରୀ ଯୋଜନାରେ କେତେ ଉପକୃତ ହୋଇଛନ୍ତି ନା ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏ ନେଇ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ସାରୁ ଗ୍ରାମର ଲୋକେ କଣ କହୁଛନ୍ତି ଶୁଣନ୍ତୁ....
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।
Politics
ବର୍ଷିଲେ ବିଜେଡି ସାଂସଦ
ମହାପ୍ରଭୁଙ୍କୁ ନେଇ ରାଜନୀତି କରିବା ଛଡ଼ା ବିଜେପି ସରକାରର ଆଉ କିଛି କାମ ନାହିଁ ବୋଲି କହିଛନ୍ତି ସାଂସଦ।