Advertisment

ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ମମତା ଦିଦିଙ୍କ ଚୌକି ଟଳମଳ !

କୋଲକାତା ଆର୍‌ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପୂରା ଦେଶକୁ ଦୋହଲାଇ ଦେଇଛି। ସାରା ଦେଶରେ ଏହି ଘଟଣକୁ ନେଇ ନିଆଁ ଜଳୁଛି।

Advertisment

କୋଲକାତା ଆର୍‌ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପୂରା ଦେଶକୁ ଦୋହଲାଇ ଦେଇଛି। ସାରା ଦେଶରେ ଏହି ଘଟଣକୁ ନେଇ ନିଆଁ ଜଳୁଛି। ଏହାକୁ ନେଇ ଚାରିଆଡେ ବିରୋଧ ଜାରି ରହିଛି। ହସ୍ପିଟାଲରେ ଯେଉଁ ହୃଦୟ ବିଦାରକ ଏବଂ ଦୁଃଖଦ ଘଟଣା ଘଟିଲା ତାକୁ ନେଇ ସାରା ଦେଶରେ ମମତା ବାନାର୍ଜୀ ସରକାରଙ୍କ ବିରୋଧରେ ପ୍ରବଳ ଜନ ଅସନ୍ତୋଷ। ସମସ୍ତେ ଦିଦିଙ୍କୁ ଦୋଷ ଦେଉଛନ୍ତି ଏଥିପାଇଁ ଯେ ଦିଦି କୁଆଡ଼େ ଘଟଣାକୁ ଘଣ୍ଟ ଘୋଡାଇବା ପାଇଁ ଉଦ୍ୟମ କରିଥିଲେ...

Advertisment
Kolkata Doctor Rape And Murder Case Mamata Banerjee
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe