Advertisment

ବଲାଙ୍ଗିରରୁ ଲଢିବେ ମନୋଜ ମିଶ୍ର

କଂଗ୍ରେସ ୮ ଲୋକସଭା ଓ ୪୯ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଅଛନ୍ତି ବହୁ ହେଭିୱେଟ୍‌।

author-image
Manoj Swain

ବିଜେପି ଓ ବିଜେଡି ପରେ ଆସିଛି କଂଗ୍ରେସର ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀ ତାଲିକା। କଂଗ୍ରେସ ୮ ଲୋକସଭା ଓ ୪୯ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଅଛନ୍ତି ବହୁ ହେଭିୱେଟ୍‌। ବଲାଙ୍ଗିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି ଅଭିନେତା ମନୋଜ ମିଶ୍ର। ଲୋକସଭା ପ୍ରାର୍ଥୀ ନାଁ ଘୋଷଣା ପରେ କ’ଣ କହୁଛନ୍ତି ମନୋଜ ମିଶ୍ର ଶୁଣନ୍ତୁ.. 

Advertisment
Odisha Congress Balangir Manoj Mishra