Advertisment

ପ୍ରଶ୍ନ କରି ଫସିଗଲେ ନିରଞ୍ଜନ, ଘେରିଲେ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ

ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ ।

author-image
Manoj Swain
ଅଦ୍ୟତନ ହୋଇଛି

ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ । ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ବିଜେଡି ସରକାରକୁ ହରଡ ଘଣାରେ ପକାଇଲେ ଉପ-ମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଉପ-ମୁଖ୍ୟମନ୍ତ୍ରୀ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଛନ୍ତି ଲୋୟର ସୁକେତେଲ ପ୍ରକଳ୍ପକୁ ନିର୍ବାଚନ ପାଇଁ ତରବରିଆ ଭାବେ ଉଦଘାଟନ କରାଯାଇଥିଲା ।

Advertisment
Odisha Odisha Assembly Lower Suktel