ଅଦ୍ୟତନ ହୋଇଛି
ପ୍ରଶ୍ନ କରି ଫଶିଗଲେ ନିରଞ୍ଜନ, ଘେରିଲେ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ || Lower Suktel Project ||Odisha Reporter
Advertisment
ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ । ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ବିଜେଡି ସରକାରକୁ ହରଡ ଘଣାରେ ପକାଇଲେ ଉପ-ମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଉପ-ମୁଖ୍ୟମନ୍ତ୍ରୀ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଛନ୍ତି ଲୋୟର ସୁକେତେଲ ପ୍ରକଳ୍ପକୁ ନିର୍ବାଚନ ପାଇଁ ତରବରିଆ ଭାବେ ଉଦଘାଟନ କରାଯାଇଥିଲା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us