ଲାଞ୍ଚ ନେଇ ପ୍ରଶ୍ନ ପଚାରିବା ଅଭିଯୋଗରେ ଟିଏମସି ସାଂସଦ ମହୁଆ ମୋଇତ୍ରାଙ୍କୁ ବଡ଼ ଝଟକା। ତାଙ୍କୁ ଲୋକସଭାରୁ ଆଜି ବହିଷ୍କୃତ କରାଯାଇଛି। ଏଥିକ୍ସ କମିଟିର ସୁପାରିସ ଆଧାରରେ ବାଚସ୍ପତି ଲୋକସଭାରୁ ମହୁଆଙ୍କୁ ବହିଷ୍କୃତ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ।
Politics
ବିଜେଡିରୁ ଚାଲିଛି ଇସ୍ତଫାର ସୁଅ, ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ଆୟୋଜିତ ଏକ ମିଶ୍ରଣ ପର୍ବରେ କୋରାପୁଟ, କଟକ ଓ ଯାଜପୁର ଜିଲ୍ଲାର ତୃଣମୂଳସ୍ତର ନେତାମାନେ ବିଜେଡି ଓ କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ।
Politics
ଡିଲ୍ ପଛରେ ଅଛି କି ଡିଲ୍, ବିଜୟ ପାଲଟିଲେ ବିଜେଡି ଅସନ୍ତୁଷ୍ଟଙ୍କ ସ୍ୱର?
ମହୋତ୍ସବରୁ ଫେରିବାର ପ୍ରାୟ ୩ଦିନ ପରେ ଗଣମାଧ୍ୟମକୁ ଡାକି କୁଟ୍ଟେ ଓ ଆଶୀଷ ସିଂ ଦିଲ୍ଲୀ ଯିବା ପଛରେ ଡିଲ୍ ହୋଇଥିବା ଅଭିଯୋଗ ଆଣିଛନ୍ତି । ଆଉ ମୁଖ୍ୟମନ୍ତ୍ରୀଙ୍କଠୁ ସ୍ପଷ୍ଟୀକରଣ ବି ମାଗିଛନ୍ତି ।
Politics
EVMକୁ ନେଇ ବଢ଼ିଲା ଇଣ୍ଡିଆ ବ୍ଲକରେ ଫାଟ: ଏଥର କଂଗ୍ରେସକୁ ଘେରିଲା TMC
ଇଭିଏମ ହ୍ୟାକ କରି ବିଜେପି ନିର୍ବାଚନରେ ଜିତୁଥିବା କଂଗ୍ରେସ ବାରମ୍ବାର ଅଭିଯୋଗ କରି ଆସୁଛି। ହେଲେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ତିଆ ବ୍ଲକରେ ଥିବା ଗୋଟିଏ ପରେ ଗୋଟିଏ ଦଳ ଏହା ବିରୋଧରେ ମତ ରଖିବାରେ ଲାଗିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।