ମୋହୁଆଙ୍କ ଲୋକସଭା ସଦସ୍ୟତା ରଦ୍ଦ | Odisha Reporter
Advertisment
ଲାଞ୍ଚ ନେଇ ପ୍ରଶ୍ନ ପଚାରିବା ଅଭିଯୋଗରେ ଟିଏମସି ସାଂସଦ ମହୁଆ ମୋଇତ୍ରାଙ୍କୁ ବଡ଼ ଝଟକା। ତାଙ୍କୁ ଲୋକସଭାରୁ ଆଜି ବହିଷ୍କୃତ କରାଯାଇଛି। ଏଥିକ୍ସ କମିଟିର ସୁପାରିସ ଆଧାରରେ ବାଚସ୍ପତି ଲୋକସଭାରୁ ମହୁଆଙ୍କୁ ବହିଷ୍କୃତ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us